ପୁରୀ ବାଇପାସ ରାସ୍ତାରେ ବାଇକକୁ ଧକ୍କା ଦେଲା କାର, ୩ ମୃତ
ଗତକାଲି ବିଳମ୍ବିତ ରାତିରେ ତିନି ଜଣ ଯୁବକ ଏକ ବାଇକରେ ଯାଉଥିଲେ । ହେଲେ ପୁରୀ ବାଇପାସ ସାଇମନ୍ଦିର ନିକଟରେ ବାଇକକୁ ଧକ୍କା ଦେଇଥିଲା କାର୍ ।
Read Moreଗତକାଲି ବିଳମ୍ବିତ ରାତିରେ ତିନି ଜଣ ଯୁବକ ଏକ ବାଇକରେ ଯାଉଥିଲେ । ହେଲେ ପୁରୀ ବାଇପାସ ସାଇମନ୍ଦିର ନିକଟରେ ବାଇକକୁ ଧକ୍କା ଦେଇଥିଲା କାର୍ ।
Read Moreଦିନ ୧୨ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପଞ୍ଜିକା ସମୀକରଣ ବୈଠକ ବସିବ ।ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧକ୍ଷତାରେ ବୈଠକ ଅନୁଷ୍ଠିତ ହେବ । ବିଭିନ୍ନ
Read Moreମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶାସନର ଦାୟିତ୍ୱ ଭାର ନେବା ପରଠୁ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏଥିରେ ସାଧାରଣ ଜନତା ନିଜର ଅସୁବିଧା ଏବଂ
Read Moreରାଜ୍ୟରେ ଆସନ୍ତା ଦୁଇ ଦିନ ତାପମାତ୍ରା ସାମାନ୍ୟ କମିବ । ସେହିପରି ଦକ୍ଷିଣ ଓଡିଶାର କିଛି ସ୍ଥାନରେ ମଧ୍ୟମ ଧରଣର କୁହୁଡି ହୋଇପାରେ । ଏହାର ପୂର୍ବାନୁମାନ
Read Moreସମ୍ବଲପୁର -ନାନ୍ଦେଡ଼ ଟ୍ରେନର ପାଇଖାନା ଭିତରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଗତକାଲି ରାତି ପ୍ରାୟ ୧୦ ଟାରେ ଟ୍ରେନଟି ୱାସିଂ ଲାଇନକୁ ଆସିଥିଲା
Read Moreରାଜ୍ୟର ୧୮ ଲକ୍ଷ ମହିଳାଙ୍କୁ ଟଙ୍କା ପ୍ରଦାନ କରାଯିବ । ଯାଜପୁରରେ ଏକ ଭବ୍ୟ କାର୍ଯ୍ୟକ୍ରମରେ ଏହି ଟଙ୍କା ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
Read Moreଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀଜିଉଙ୍କ ଦର୍ଶନ କଲେ ବରୁଣ ଚକ୍ରବର୍ତ୍ତୀ, ଅକ୍ଷର ପଟେଲ ଓ ୱାସିଂଟନ ସୁନ୍ଦର । ଏଥିପାଇଁ କଡା ସୁରକ୍ଷା ଗ୍ରହଣ କରାଯାଇଛି । ଏହି
Read Moreଆଗାମୀ ୩ ଦିନ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ହେବା ନେଇ ଆଗୁଆ ଆକଳନ କରିଛି ପାଣିପାଗ ବିଭାଗ । ଦିନ ତାପମାତ୍ରା ସହ ରାତି ତାପମାତ୍ରା ହ୍ରାସ
Read Moreଇଣ୍ଡିଆ ଇଂଲଣ୍ଡ ଖେଳ ପାଇଁ ଜନ ସମାଗମକୁ ଦୃଷ୍ଟିରେ ରଖି କମିସନରେଟ ପୋଲିସ ପକ୍ଷରୁ 8 ଶନିବାର ଓ 9 ତାରିଖ ରବିବାର ଟ୍ରାଫିକ କଟକଣା ଘୋଷଣା
Read Moreରବିବାର ବାରବାଟୀ ଷ୍ଟାଡିୟମରେ ହେବ ଭାରତ-ଇଂଲଣ୍ଡ ଟକ୍କର । ଏଥିଲାଗି ଗତକାଲି ଭାରତ ଏବଂ ଇଂଲଣ୍ଡ ଦଳ ଭୁବନେଶ୍ଵରରେ ପହଞ୍ଚିଛନ୍ତି । ତେବେ ଆଜି ରୋହିତ ଶର୍ମାଙ୍କ
Read More