ରାଜ୍ୟ

ଆଜିଠୁ ରାଜ୍ୟର ସବୁ ସ୍କୁଲ, କଲେଜ ଓ ଅଙ୍ଗନୱାଡ଼ି କେନ୍ଦ୍ର ଛୁଟି

Spread the love

ସକାଳ ୭ରୁ ସାଢ଼େ ୮ ଚାଲୁଥିବା ଅଙ୍ଗନବାଡି କେନ୍ଦ୍ର ବି ବନ୍ଦ ରହିବ। ଅଙ୍ଗନବାଡ଼ି ପିଲାଙ୍କ ଖାଦ୍ୟ ସେମାନଙ୍କ ଘରେ ପହଞ୍ଚାଯିବାକୁ ନିଷ୍ପତ୍ତି ହୋଇଛି। ସେହିପରି ଏହି ନିର୍ଦ୍ଦେଶନାମା ଉଭୟ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ପାଇଁ ଲାଗୁ ହେବ।କୌଣସି ବେସରକାରୀ ଶିକ୍ଷାନୁଷ୍ଠାନ ନିଷ୍ପତ୍ତି ନ ମାନିଲେ କାର୍ଯ୍ୟାନୁଷ୍ଠାନ ହେବ। ଆଗକୁ ଯଦି ତାପମାତ୍ରା ହ୍ରାସ ପାଏ, ତାହାଲେ ଖୋଲିବା ଆଦେଶ ଦିଆଯାଇ ପାରେ।ତେବେ କୌଣସି ପରୀକ୍ଷା ପ୍ରଭାବିତ ହେବନି ଓ ପୂର୍ବସୂଚୀ ଅନୁସାରେ ଏକଜାମ୍ ଚାଲିବ। ଯେଉଁମାନେ ହଷ୍ଟେଲରେ ରହୁଛନ୍ତି ସେମାନେ ରହିପାରିବେ।

Leave a Reply

Your email address will not be published. Required fields are marked *