ରାଜ୍ୟ

ଅକ୍ଷୟତୃତୀୟା ପରେ ଶସ୍ତା ହେଲା ସୁନା !

Spread the love

ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୨୦୦୦ଟଙ୍କା ହ୍ରାସ ପାଇଛି । ୨୪ କ୍ୟାରେଟ୍ ସୁନା ୨୧୮୦ ଟଙ୍କା କମିଛି । ଗତକାଲି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୯୭,୯୧୦ ଟଙ୍କା ରହିଥିଲା।

ହୁହୁ ହୋଇ ବଢ଼ି ଚାଲିଛି ସୁନା ଦର। ସୁନା କିଣିବା ପୂର୍ବରୁ ବହୁ ଥର ଚିନ୍ତା କରିବାକୁ ପଡ଼ୁଛି। ହେଲେ ସୁନା କିଣିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଖୁସି ଖବର। କମିଛି ସୁନା ଦର। ଏକାଥରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨୦୦୦ ଟଙ୍କା ହ୍ରାସ ପାଇଛି। ସେହିପରି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨୧୮୦ ଟଙ୍କା ହ୍ରାସ ପାଇଛି।

ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୨୦୦୦ଟଙ୍କା ହ୍ରାସ ପାଇଛି । ୨୪ କ୍ୟାରେଟ୍ ସୁନା ୨୧୮୦ ଟଙ୍କା କମିଛି । ଗତକାଲି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୯୭,୯୧୦ ଟଙ୍କା ରହିଥିଲା। ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୨୧୮୦ ଟଙ୍କା ହ୍ରାସ ପାଇବା ସହ ୯୫,୭୩୦ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୫୦ଟଙ୍କା ହ୍ରାସ ଘଟି ୮୯,୭୫୦ ଟଙ୍କାରୁ ୮୭,୭୫୦ ଟଙ୍କା ରହିଛି ।

Leave a Reply

Your email address will not be published. Required fields are marked *