ବଡ ଖବରଦେଶ ବିଦେଶ

ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ

Spread the love

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ଛୁଇଁଛି । ଆଣ୍ଡାମାନ ଛୁଇଁବା ପରେ ଆଜି ଦକ୍ଷିଣ ବଙ୍ଗୋପସାଗର ଓ ଦକ୍ଷିଣ ଆଣ୍ଡାମାନରେ ଆଗକୁ ବଢିବ ମୌସୁମୀ ବାୟୁ । ଏହାପରେ ନିକୋବର ଦ୍ୱୀପ ଓ ଉତ୍ତର ଆଣ୍ଡାମାନର କିଛି ଅଞ୍ଚଳକୁ ଅଗ୍ରସର ହେବ ।

ଆଇଏମଡିର ସୂଚନାନୁସାରେଆଗାମୀ ୨୪ ଘଣ୍ଟା ମଧ୍ୟରେ ନିର୍ଦ୍ଦିଷ୍ଟ ଅଞ୍ଚଳଗୁଡ଼ିକୁ ମୌସୁମୀର ଅଗ୍ରଗତି ପାଇଁ ବାୟୁମଣ୍ଡଳ ଏବଂ ଅନ୍ୟାନ୍ୟ ପରିସ୍ଥିତି ଅତ୍ୟନ୍ତ ଅନୁକୂଳ ରହିଛି।

ଫଳସ୍ୱରୂପ ଦକ୍ଷିଣ ବଙ୍ଗୋପସାଗରର କିଛି ଅଂଶ ସହିତ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପର ଅନେକ ଅଂଶରେ ମଧ୍ୟମରୁ ପ୍ରବଳ ବର୍ଷାଝଡ଼ବର୍ଷା ଏବଂ ଝଡ଼ ପବନ ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *