ଦେଶ ବିଦେଶକ୍ରୀଡା

ଆଜିଠୁ ପୁଣି ଆରମ୍ଭ ହେବ ଆଇପିଏଲ୍‌‌

Spread the love

ଆଜିଠୁ ପୁଣି ଆଇପିଏଲ୍‌‌ ମ୍ୟାଚ ଆରମ୍ଭ କରାଯିବ। ଆରସିବି ଓ କଲକାତା ମଧ୍ୟରେ ପ୍ରଥମ ମ୍ୟାଚ ଖେଳାଯିବ। ୬ଟି ଭେନ୍ୟୁରେ ଅବଶିଷ୍ଟ ୧୭ଟି ମ୍ୟାଚ ଅନୁଷ୍ଠିତ ହେବ। ବେଙ୍ଗାଲୁରୁ, ଜୟପୁର, ଦିଲ୍ଲୀ, ଲକ୍ଷେ୍ମø, ମୁମ୍ବାଇ, ଅହମ୍ମଦାବାଦରେ ମ୍ୟାଚ ଖେଳାଯିବ। ମେ’ ୨୯ରେ କ୍ୱାଲିଫାୟର ଏବଂ ମେ’ ୩୦ରେ ଏଲିମିନେଟର ମ୍ୟାଚ ସହଜୁନ ୧ରେ କ୍ୱାଲିଫାୟର-୨ ମ୍ୟାଚ ଅନୁଷ୍ଠିତ ହେବ। ଜୁନ ୩ ତାରିଖରେ ଫାଇନାଲ ମ୍ୟାଚ ଖେଳାଯିବ ବୋଲି ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *