ଆମ ଓଡ଼ିଶା

୬୦ହଜାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଆରଆଇ

Spread the love

ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି ଆରଆଇ । ୬୦ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ତାଙ୍କୁ ଧରିଛି । ଜମିବାଡି ବିବାଦର ବନ୍ଦୋବସ୍ତ ପାଇଁ ୬୦ହଜାର ଟଙ୍କା ଲାଞ୍ଚ ନେଉଥିଲେ ହିନ୍ଦୋଳ ତହସିଲ ଗଣ୍ଡାନାଳି ଡିଭିଜନର ଆରଆଇ ଶଶୀଭୂଷଣ ବେହେରା । ଖବର ପାଇଁ ଭିଜିଲାନ୍ସ ଟିମ୍‍ ତାଙ୍କୁ ଧରିଥିଲା । ତାଙ୍କ ସହିତ ଅନ୍ୟ ଜଣେ ବ୍ୟକ୍ତି ବିଷ୍ଣୁ ବଲ୍ଲଭ ଖଟୁଆ ମଧ୍ୟ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ।

Leave a Reply

Your email address will not be published. Required fields are marked *