odisha

ଆସନ୍ତା ୧୯ ତାରିଖ ଯାଏଁ ପ୍ରବଳ ବର୍ଷା !

Spread the love

ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ସୂଚନା ଜାରି ହୋଇଛି । ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆସନ୍ତା ୧୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ସୂଚନା ଜାରି ହୋଇଛି । ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲାରେ ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ୩୦-୪୦ କିଲୋମିଟର ପ୍ରତି ଘଣ୍ଟା ପର୍ଯ୍ୟନ୍ତ ରହିବ। ୧୯ ତାରିଖ ପ୍ରଯ୍ୟନ୍ତ ବର୍ଷା ଲାଗି ରହିବ।

Leave a Reply

Your email address will not be published. Required fields are marked *