ଭୁବନେଶ୍ଵର

ରାଜଧାନୀରେ ବୋମାମାଡ଼ !

Spread the love

ରାଜଧାନୀରେ ବୋମାମାଡ଼ । ଭୁବନେଶ୍ୱର ଫୁଲେଶ୍ୱରି ବସ୍ତିରେ ବୋମାମାଡ଼ ହୋଇଥିବା ସୂଚନା । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ ହୋଇଥିବା ସନ୍ଦେହ କରାଯାଉଛି । ହଠାତ୍ ପ୍ରଚଣ୍ଡ ଶବ୍ଦ ହେବାରୁ ଲୋକମାନେ ଆତଙ୍କିତ ହୋଇ ପଡ଼ିଥିଲେ । ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି । ପରେ ଘଟଣା ସ୍ଥଳରେ ଭରତ ପୁର ଥାନା ପୁଲିସ୍ ପହଞ୍ଚି ଛାନଭିନ ଆରମ୍ଭ କରିଛି ।

ସୂଚନା ଅନୁସାରେ ଭରତପୁର ପଣ୍ଡା କୁଦିଆ ବସ୍ତିରେ ବୋମା ଫୁଟିବା ଘଟଣାକୁ ମାତ୍ର କିଛି ଦିନ ବିତିଥିବା ବେଳେ, ପୁଣି ଗତକାଲି ବିଳମ୍ୱିତ ରାତିରେ ଭୁବନେଶ୍ୱର ଫୁଲେଶ୍ୱରି ବସ୍ତିରେ ବୋମା ମାଡ଼ ହୋଇଛି ।

Leave a Reply

Your email address will not be published. Required fields are marked *