odisha

+୨ ଛାତ୍ରଛାତ୍ରୀଙ୍କ ସିଲାବସରେ ପରିବର୍ତ୍ତନ

Spread the love

ଯୁକ୍ତ ୨ ପାଠ୍ୟକ୍ରମରେ ପରିବର୍ତ୍ତନ ହୋଇଛି । ଏଣିକି ବାଧ୍ୟତାମୂଳକ ଇଂରାଜୀରେ ‘ପରିବେଶ ଶିକ୍ଷା’ ୟୁନିଟ୍ ରହିବ । ସେହିଭଳି MLA ବିଷୟରେ ‘ମୂଲ୍ୟବୋଧ ଶିକ୍ଷା’ ୟୁନିଟ୍ ଅନ୍ତର୍ଭୁକ୍ତ ହୋଇଛି । ୨୦୨୫-୨୬ ଶିକ୍ଷା ବର୍ଷର ଯୁକ୍ତ ୨ ଛାତ୍ରଛାତ୍ରୀ ପରୀକ୍ଷା ଦେବା ସମୟରେ ପରିବେଶ ଏବଂ ମୂଲ୍ୟବୋଧ ଶିକ୍ଷା ଉପରେ ପ୍ରଶ୍ନ ଆସିବ । ୨୦୨୬ ବୋର୍ଡ ପରୀକ୍ଷାରେ ଉଭୟ ବିଷୟରେ ପ୍ରଶ୍ନ ଆସିବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

Leave a Reply

Your email address will not be published. Required fields are marked *