odisha

ନିର୍ମାଣ ହେବ ନୂଆ ଲୋକସେବା ଭବନ !

Spread the love

ଭୁବନେଶ୍ଵର : ନିର୍ମାଣ ହେବ ନୂଆ ଲୋକସେବା ଭବନ । ନୂଆ ଲୋକସେବା ଭବନ ମାଷ୍ଟର ପ୍ଲାନ ପାଇଁ ଓଡିଶା ସେତୁ ଓ ନିର୍ମାଣ ନିଗମକୁ ଦିଆଯାଇଛି ଦାୟିତ୍ୱ । ମାଷ୍ଟର ପ୍ଲାନ ଅନୁମୋଦନ ପରେ ହେବ ବ୍ୟୟ ଅଟକଳ । ବର୍ତ୍ତମାନର ଲୋକସେବା ଭବନ ୬୮ ବର୍ଷ ପୁରୁଣା ହୋଇଥିବା ବେଳେ ପାର୍କିଙ୍ଗ ସମସ୍ୟା ରହୁଥିବାରୁ ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ଚିନ୍ତା କରିଛନ୍ତି ସରକାର ।  ବିଧାନସଭାରେ ପୂର୍ତ୍ତ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ଲିଖିତ ଉତ୍ତର ।

Leave a Reply

Your email address will not be published. Required fields are marked *