ଆଞ୍ଚଳିକ

ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ

Spread the love

ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ । ଗତକାଲିର ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ପଶ୍ଚିମକେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି । ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଉତ୍ତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡିଶା ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *