odisha

କଣ୍ଟେନର-ବାଇକ ମୁହାଁ ମୁହିଁ ଧକ୍କା !

Spread the love

କଣ୍ଟେନର ବାଇକ ମୁହାଁ ମୁହିଁ ଧକ୍କା । ଘଟଣାସ୍ଥଳରେ ଚାଲିଗଲା ତିନି ବାଇକ ଆରୋହୀଙ୍କ ଜୀବନ। ଦୁର୍ଘଟଣା ପରେ କଣ୍ଟେନରରେ ନିଆଁ ଲାଗିଯାଇଥିଲା  । କୁଚିଣ୍ଡା ଜମନକିରା ଥାନା ୫୩ ନମ୍ବର ଜାତୀୟ ରାଜପଥର ପିଠାମାରେନ ଠାରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ପୋଲିସ ଓ ଅଗ୍ନିଶ୍ରମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି।

Leave a Reply

Your email address will not be published. Required fields are marked *