ରାଶିଫଳ

ଅଗଷ୍ଟ ୧୪ ତାରିଖ, ସୋମବାର : ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ

Spread the love

ମେଷ – ଚତୁର୍ଥ ଚନ୍ଦ୍ର ଯୋଗ ରହିଥିବାରୁ ,ମୂଲ୍ୟବାନ ଦ୍ରବ୍ୟ କିଛି ନଷ୍ଟ ହୋଇ ପାରେ । ଦିନରେ କିଛି ବାଧା ବିଘ୍ନ ଦେଖା ଦେଇ ପାରେ । କରିଥିବା ଆର୍ଥିକ ଯୋଜନା ଅଳ୍ପ ଲାଭ ପ୍ରାପ୍ତି ହେବ । ବିଦ୍ୟାର୍ଥୀ ମାନେ ପାଠରେ ମନୋନିବେଶ କରିବେ ନାହିଁ । ବ୍ୟବସାୟରେ ମଧ୍ୟମ ଫଳ ମିଳିବ ।

ବୃଷ -କାର୍ଯ୍ୟ କ୍ଷେତ୍ରରେ ଆସନ୍ତାକାଲି ଆପଣଙ୍କ ପ୍ରାଧାନ୍ୟ ବୃଦ୍ଧି ପାଇବ । ପୁରୁଣା କାର୍ଯ୍ୟକୁ ସଂପୂର୍ଣ୍ଣ କରିବାକୁ ସମୟ ଲାଗିବ । ଧନ ସଂପତ୍ତିରେ ବୃଦ୍ଧି ଘଟିବ। ପ୍ରେମ ସମ୍ପର୍କ ସୁଦୃଢ ହେବ । ଛାତ୍ର ଛାତ୍ରୀ ମାନେ ଅଧିକ ପଢିବାକୁ ଇଛୁକ ହେବେ । ବ୍ୟବସାୟରେ ଦେଖି ରଖି କାର୍ଯ୍ୟ କରନ୍ତୁ ।

ମିଥୁନ – ଆଳସ୍ୟର ବଶବର୍ତ୍ତୀ ହେବେ । ମାନସିକ ସ୍ଥିତି ଠିକ୍ ରହିବ ନାହିଁ ହଲେ ମଧ୍ୟ କପରିଶ୍ରମର ଫଳ ପ୍ରାପ୍ତି ହେବ । ଅନ୍ୟ ଲୋକଙ୍କ କଥା କୁ ଅଧିକ ଗୁରୁତ୍ଵ ଦେବ । ଏକା ସହ ଏକାଧିକ କାର୍ଯ୍ୟରେ ଯୋଗଦାନ କରିବେ। ଆୟରେ ବୃଦ୍ଧି ହେବ ।

କର୍କଟ – ରାଶି ପାଇଁ ସୋମବାର ଶ୍ରୀ ଚନ୍ଦ୍ର ।ଧର୍ମ କାର୍ଯ୍ୟ ରେ ନିଜକୁ ନିୟୋଜିତ କରିବେ । ଚାକିରିରେ ପଦୋନ୍ନତି ଘଟିବ ।ବ୍ୟବସାୟରେ ଅଧିକ ଅର୍ଥ ଲାଭ ର ଯୋଗ ରହିଛି ।ବିଦେଶ ଯାତ୍ରା ପାଇଁ ଦିନଟି ଖୁବ୍ ଭଲ ରହିବ। ଛାତ୍ରଛାତ୍ରୀ ମାନେ ପ୍ରତିଯୋଗିତା ରେ ବିଜୟ ହାସଲ କରିବେ।

ସିଂହ – ଦ୍ଵାଦଶ ଚନ୍ଦ୍ର କାଳ ଭୋଗ ଯୋଗୁଁ ,ଶତ୍ରୁ ଭୟ ରହିବ । ଆୟ ଠାରୁ ବ୍ୟୟ ଅଧିକ ରହିବ । ଭ୍ରମଣ ଯୋଗୁଁ ଖର୍ଚ୍ଚାନ୍ତ ହେବେ ।ନୂତନ ବିନିଯୋଗରେ ବିପୁଳ ଅର୍ଥ କ୍ଷତି ହୋଇପାରେ । ପିଲାମାନଙ୍କଠାରୁ ଭଲ ଖବର ଗ୍ରହଣ କରାଯାଇପାରେ । ଗ୍ୟାସ ଜନିତ ସମସ୍ୟା ହୋଇପାରେ ।

କନ୍ୟା – ଏକାଦଶ ଚନ୍ଦ୍ର କାଳ ଭୋଗ ଯୋଗୁଁ ,ଗୃହ ରେ ନିଶ୍ଚିନ୍ତ ଭାବରେ ଶୁଭ କାର୍ଯ୍ୟ ହେବ ।ସର୍ବ କାର୍ଯ୍ୟ ସଫଳ ହେବ । ଧନପ୍ରପ୍ତି ର ଯୋଗ ରହିଛି ।ଇଚ୍ଛା କରିଥିବା ବସ୍ତୁ କୁ ଆଜି ପ୍ରାପ୍ତ କରିବେ। ଆପଣ ଜଣେ ବନ୍ଧୁଙ୍କ ସାହାଯ୍ୟରେ ଲାଭ ପାଇଁ ସୁଯୋଗ ପାଇପାରିବେ । ନିଜ ସ୍ବାସ୍ଥ୍ୟ ର ଯତ୍ନ ନିଅନ୍ତୁ।

ତୁଳା – ଦୂର ଯାତ୍ରା ର ଯୋଗ ରହିଛି। ସର୍ବ କାର୍ଯ୍ୟ ସଫଳ ହେବ । ମାନ ରେ ଆତ୍ମ ସନ୍ତୋଷ ଲାଗି ରହିବ ।ଆଜି ଆପଣ କାମ କରିବାକୁ ନୂଆ ସୁଯୋଗ ପାଇବେ । ସମସ୍ୟାର ସମାଧାନ ହେବ । ପରିବାର ସଦସ୍ୟ ସାହାଯ୍ୟ କରିବେ ।

ବିଛା – ଶୁକ୍ଳ ପକ୍ଷ ନବମ ଚନ୍ଦ୍ର ଭୋଗ ହେତୁ । ପରୋପକାର କରି ଖୁସି ଅନୁଭବ କରିବେ । କାର୍ଯ୍ୟ କ୍ଷେତ୍ର ରେ ଆଜି ଆପଣଙ୍କୁ କିଛି ନୂଆ ଶିଖିବାକୁ ମିଳିବ । ଲାଗି ରହିଥିବା ମାଲି ମକୋଦ୍ଦାମାର ସୋମବାର ଅନ୍ତ ଘଟିବ । ବିଶ୍ରାମ କରିବାକୁ ସମୟ ମିଳିବ ।

ଧନୁ – ଅର୍ଥ ବ୍ୟୟ ର ଯୋଗ ରହିଛି । ଅଙ୍ଗରେ ଆଘାତ ଲାଗିବା ଭି ସମସ୍ୟା ଦେଖା ଦେବ । ପୁରୁଣା କାର୍ଯ୍ୟ କୁ ସଂପୂର୍ଣ୍ଣ କରିବାକୁ ସମୟ ଲାଗିବ । ଧନ ସଂପତ୍ତି ରେ ବୃଦ୍ଧି ଘଟିବ । ପ୍ରେମ ସମ୍ପର୍କ ସୁଦୃଢ ହେବ । ଛାତ୍ର ଛାତ୍ରୀ ମାନେ ଅଧିକ ପଢିବାକୁ ଇଛୁକ ହେବେ ।

ମକର – ସପ୍ତମ ଚନ୍ଦ୍ର ହେତୁ ସର୍ବ କାର୍ଯ୍ୟ ସିଦ୍ଧି ହେବ ।କର୍ମ କ୍ଷେତ୍ର ରେ ବୁଦ୍ଧିବିଚାରୀ କାର୍ଯ୍ୟ କରନ୍ତୁ। ଯାନ ବାହାନ ଚଳାଚଳ ରେ ସତର୍କତା ଅବଲମ୍ବନ କରଦମ୍ପତି ଙ୍କ ମଧ୍ୟରେ ସୁସମ୍ପର୍କ ଲାଗି ରହିବ ।ବ୍ୟବସାୟ ରେ ଆୟ ଅଧିକ ହେବ ଓ ସର୍ବ କାର୍ଯ୍ୟ ସମ୍ପୂର୍ଣ ହେବ ।

କୁମ୍ଭ – ଷଷ୍ଠ ଚନ୍ଦ୍ର ହେଲେ ସବୁ ପ୍ରକାର ଶୁଭ ଦାୟକ ।ଏହାର ଅର୍ଥ ସୋମବାର କର୍ମ କ୍ଷେତ୍ରରେ କ୍ଷମତାର ବିକାଶ ହେବ । ଧର୍ମ କର୍ମରେ ମନୋନିବେଶ କରିବେ ।ଦିନଟି ବ୍ୟସ୍ତ ବହୁଳ ରହିଲେ ମଧ୍ୟ ଅନେକ ସୁଫଳ ପ୍ରଦାନ କରିବ ।ବ୍ୟବସାୟରେ ଲାଭ ଯୋଗ ରହିଛି ।

ମୀନ – ଅର୍ଥ ବିଷୟରେ ଚିନ୍ତା କରିବେ । ବନ୍ଧୁଙ୍କ ସହ କିଛଦିନ ବିଶେଷ ଆଲୋଚନାରେ ଦିନରେ କଟିବ।ଦାମ୍ପତ୍ୟ ଜୀବନରେ ବିବାଦର ସମ୍ଭାବନା ଅଛି । ପିତାମାତାଙ୍କ ଆଶୀର୍ବାଦ ନେବା ପରେ ଘରୁ ବାହାରକୁ ଯାଆନ୍ତୁ । ବିଦ୍ୟାର୍ଥୀ ମାନେ ନିଶ୍ଚିନ୍ତ ଖୁସି ଖବର ପାଇବେ ।ଅଗଷ୍ଟ ୧୪ ତାରିଖ, ସୋମବାର : ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ

Leave a Reply

Your email address will not be published. Required fields are marked *