ଆଞ୍ଚଳିକ

ଜଗା ଦର୍ଶନ ମନା ସଂଧ୍ୟା ୬ଟା ରୁ ରାତି ୧୦ଟା ପର୍ଯ୍ୟନ୍ତ

Spread the love

ଆସନ୍ତାକାଲି ୪ଘଣ୍ଟା ପାଇଁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ। ସଂଧ୍ୟା ୬ଟା ରୁ ରାତି ୧୦ଟା ପର୍ଯ୍ୟନ୍ତ ଜଗା ଦର୍ଶନ ମନା। ବନକଲାଗି ନୀତି ପାଇଁ ଚାରିଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ। ଦ୍ଵିତୀୟ ଭୋଗମଣ୍ଡପ ଶେଷ ପରେ ବନ୍ଦ ରହିବ ଦର୍ଶନ। ରାତି 10ଟା ପରେ ଆରମ୍ଭ ହେବ ସର୍ବସାଧାରଣଙ୍କ ଦର୍ଶନ ବ୍ୟବସ୍ଥା। ସୂଚନା ଦେଲା ଶ୍ରୀମନ୍ଦିର ପ୍ରଶାସନ।

Leave a Reply

Your email address will not be published. Required fields are marked *