ଆଞ୍ଚଳିକ

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବାକୁ ମହାପ୍ରଭୁଙ୍କ ବଳି ବାମନ ବେଶ

Spread the love

ବାମନ ବେଶରେ ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବାକୁ ଥିବା ବେଳେ ବଡ଼ଭାଇ ଶ୍ରୀବଳଭଦ୍ର ବଳି ରାଜ ବେଶ ଧାରଣ କରିବା ସହ ଦେବୀ ସୁଭଦ୍ରା ରାଜା ବଳିଙ୍କ ପତ୍ନୀ ବିନ୍ଧ୍ୟା ବଳି ବେଶରେ ସଜ୍ଜିତ ହେବେ | ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦ୍ବିପ୍ରହର ଧୂପ ବଢିବା ପରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ବାମନ ବେଶରେ ସଜ୍ଜିତ କରାଯୀବ |

Leave a Reply

Your email address will not be published. Required fields are marked *