ଆଞ୍ଚଳିକ

ଆସନ୍ତା ୨୯ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

Spread the love

ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ୩୦ ତାରିଖ ବେଳକୁ ଲଘୁଚାପ ସୃଷ୍ଟିର ସମ୍ଭାବନା ଅଛି । ଲଘୁଚାପ ପ୍ରଭାବରେ ୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Leave a Reply

Your email address will not be published. Required fields are marked *