ରାଜ୍ୟ

ପଞ୍ଚୁକ ବ୍ରତର ଦ୍ୱିତୀୟ ଦିନ

Spread the love

ଆଜି ପବିତ୍ର ମହା ପଞ୍ଚକ ବ୍ରତର ଦ୍ୱିତୀୟ ଦିନ । ଆଜି ରତ୍ନ ସିଂହାସନରେ ଅଧିଷ୍ଠିତ ଠାକୁରଙ୍କ ବାଙ୍କଚୂଡ଼ା ବେଶ ଅନୁଷ୍ଠିତ ହେବ । ଯେତେବେଳେ ଭଗବାନ ଶ୍ରୀକୃଷ୍ଣଙ୍କୁ ଭକ୍ତ ଅକ୍ରୁର ମଥୁରା ନେବା ପାଇଁ ଗୋପ ଆସିଥିଲେ। ଏହି ବେଶରେ ପ୍ରଭୁଙ୍କୁ ଦର୍ଶନ କରିଥିଲେ । ସେହି ସୃତିକୁ ଉଜ୍ଜୀବିତ କରିବା ପାଇଁ ଶ୍ରୀମନ୍ଦିରରେ ବହୁ ପୁରାତନ କାଳରୁ ବାଙ୍କଚୂଡ଼ା ବେଶ ପାଳିତ ହୋଇଆସୁଛି । ଭୋଗ ମଣ୍ଡପ ଶେଷ ହେବାପରେ ଠାକୁରମାନଙ୍କ ଏହି ଆକର୍ଷଣୀୟ ବେଶ ହୋଇଥିବା ବେଳେ ଦର୍ଶନାର୍ଥୀଙ୍କୁ ଏହି ଅପୁର୍ବ ବେଶ ଦର୍ଶନର ସାନିଧ୍ୟ ମିଳିଥାଏ ।

Leave a Reply

Your email address will not be published. Required fields are marked *