କ୍ରୀଡା

ତୃତୀୟ ଟି-୨୦ ମୁକାବିଲାରେ ଘରୋଇ ଦକ୍ଷିଣ ଆଫ୍ରିକାକୁ ୧୦୬ ରନରେ ପରାସ୍ତ କରିଛି ଭାରତ

Spread the love

ପ୍ରଥମେ ବ୍ୟାଟିଂ କରି ଭାରତ ୭ ୱିକେଟ ବିନିମୟରେ ୨୦୧ ରନ ସଂଗ୍ରହ କରିଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ୧୩.୫ ଓଭରରେ ମାତ୍ର ୯୫ ରନ କରି ଅଲଆଉଟ ହୋଇଯାଇଥିଲା । ଭାରତର ସୂର୍ଯ୍ୟ କୁମାର ଯାଦବ ଉଭୟ ପ୍ଲେୟର ଅଫ ଦି ମ୍ୟାଚ୍ ଏବଂ ମ୍ୟାନ ଅଫ ଦି ସିରିଜ ବିବେଚିତ ହୋଇଛନ୍ତି।

Leave a Reply

Your email address will not be published. Required fields are marked *