ରାଜ୍ୟ

ଆଜି ୫ ଜିଲ୍ଲାରେ ଗଡ଼ିଛି ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍, ଭର୍ଚୁଆଲରେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Spread the love

ଆଜି ୫ ଜିଲ୍ଲାରେ ଗଡ଼ିଛି ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍। ଭର୍ଚୁଆଲରେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୨୧ ତାରିଖ ସୁଦ୍ଧା ସମସ୍ତ ଜିଲ୍ଲାକୁ ଲକ୍ଷ୍ମୀ ବସ୍ ସେବା ଯୋଗାଇବାକୁ ସରକାରଙ୍କ ଲକ୍ଷ୍ୟ। ସୁନ୍ଦରଗଡ଼, କେନ୍ଦୁଝର, ବରଗଡ଼, ବଲାଙ୍ଗୀର, ମୟୂରଭଞ୍ଜରେ ଗଡ଼ିଲା ଲକ୍ଷ୍ମୀ ବସ୍।

Leave a Reply

Your email address will not be published. Required fields are marked *