Politics ନିର୍ବାଚନ ପ୍ରଚାର ପାଇଁ ଓଡିଶା ଆସିବେ ପ୍ରିୟଙ୍କା ଗାନ୍ଧୀ February 12, 2024 mos live Spread the loveନିର୍ବାଚନ ପ୍ରଚାର ପାଇଁ ଓଡିଶା ଆସିବେ ପ୍ରିୟଙ୍କା ଗାନ୍ଧୀ | ରାହୁଲ ଗାନ୍ଧୀ ମଧ୍ୟ ନିର୍ବାଚନ ପ୍ରଚର ରେ ଓଡିଶା ଆସିବେ ବୋଲି ସୂଚନା ଦେଲେ ପିସିସି ସଭାପତି ।