Politicsରାଜ୍ୟ ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିବେ ୨ ବିଜେଡି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ February 13, 2024 mos live Spread the loveରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିବେ ୨ ବିଜେଡି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ | ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଧାନସଭାରେ ନାମାଙ୍କନ ଭରିବେ | ଗତକାଲି ୨ଜଣଙ୍କ ନାମ ଘୋଷଣା କରିଥିଲା ବିଜେଡି, ଆଜି ୩ୟ ପ୍ରାର୍ଥୀଙ୍କ ନାମ ଘୋଷଣା |