୫ ବର୍ଷର ରିପୋର୍ଟ କାର୍ଡ ଦେଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ
୫ ବର୍ଷର ରିପୋର୍ଟ କାର୍ଡ ଦେଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ | ଭୁବନେଶ୍ୱର ସଂସଦୀୟ କ୍ଷେତ୍ରର ବିକାଶ କାର୍ଯ୍ୟର ରିପୋର୍ଟ କାର୍ଡ | ୫ ବର୍ଷରେ ୫୦ଟି ମୁଖ୍ୟ ବିକାଶ କାର୍ଯ୍ୟର ବିବରଣୀ ଦେଲେ | ୮୮ ପ୍ରତିଶତ ଜନଶୁଣାଣି ଅଭିଯୋଗର ସମାଧାନ ହୋଇଛି | ସଂସଦୀୟ କ୍ଷେତ୍ରରେ ସୌରଚାଳିତ ଆଲୋକୀକରଣ ବ୍ୟବସ୍ଥା ହୋଇଛି | ଜଟଣୀଠାରେ ରେଳ ଓଭରବ୍ରିଜ ସ୍ଥାପନ ହୋଇଛି | ମେଣ୍ଢାଶାଳରେ ଅବରୋଧ ହଟାଇ ୩୦୦ ଏକର ଜମିକୁ ଜଳଯୋଗାଣ ବ୍ୟବସ୍ଥା ହୋଇଛି |

