Politicsରାଜ୍ୟ ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ February 15, 2024 mos live Spread the loveରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଆଜି ବିଜେପିର ପ୍ରମୁଖ ନେତାଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କଲେ ଅଶ୍ୱିନୀ ବୈଷ୍ଣବ । ବିଜେଡି ସମର୍ଥନ ଜଣାଇଥିଲେ ବି ଦଳର କୌଣସି ସଦସ୍ୟ ଉପସ୍ଥିତ ନ ଥିଲେ।