Politics

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ | ଢେଙ୍କାନାଳରେ ପ୍ରେସମିଟ୍‌ରେ କଂଗ୍ରେସରୁ ଇସ୍ତଫା ଘୋଷଣା କଲେ | ଢେଙ୍କାନାଳ ଜିଲ୍ଲା କଂଗ୍ରେସ ପୂର୍ବତନ ସଭାପତି ସରୋଜ ପଟ୍ଟନାୟକ ବି ଇସ୍ତଫା ଦେଲେ | AICC ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ପଠାଇଲେ ଇସ୍ତଫା |

Spread the love

Leave a Reply

Your email address will not be published. Required fields are marked *