Politicsରାଜ୍ୟ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ଓଡ଼ିଶାର ୩ ରାଜ୍ୟସଭା ପ୍ରାର୍ଥୀ February 20, 2024 mos live Spread the loveନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ଓଡ଼ିଶାର ୩ ରାଜ୍ୟସଭା ପ୍ରାର୍ଥୀ | ଏମାନେ ହେଲେ ଦେବାଶିଷ ସାମନ୍ତରାୟ, ଶୁଭାଶିଷ ଖୁଣ୍ଟିଆ ଓ ଅଶ୍ୱିନୀ ବୈଷ୍ଣବ |