ବିଜେପିରେ ମିଶିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ | ୨୦୨୦ ମସିହା ନଭେମ୍ବର ୨୦ ତାରିଖରେ ଜନ ବିରୋଧୀ କାର୍ଯ୍ୟ ପାଇଁ ପ୍ରଦୀପଙ୍କୁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଥିଲା। ବିଜେପିର ଦଳୀୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି। |