ଦେଶ ବିଦେଶ

ଆଉ ୫ ଜିଲ୍ଲାରେ ଗଡ଼ିଲା ଲକ୍ଷ୍ମୀ ବସ୍‌

Spread the love

ଆଉ ୫ ଜିଲ୍ଲାରେ ଗଡ଼ିଲା ଲକ୍ଷ୍ମୀ ବସ୍‌ | ବାଲେଶ୍ବର, ଜଗତସିଂହପୁର, ଗଞ୍ଜାମକୁ ଗଡ଼ିଲା ଲକ୍ଷ୍ମୀ ବସ୍‌, ନୂଆପଡା ଓ ବୌଦ୍ଧ ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ | ଭିସିରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ୫ଟି ଜିଲ୍ଲାରେ ୨୫୫ଟି ବସ୍‌ ଚାଲିଲା |

Leave a Reply

Your email address will not be published. Required fields are marked *