Uncategorized

ଇଡିରେ ହାଜର ହେଲେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ

Spread the love

ଇଡିରେ ହାଜର ହେଲେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ; ବରପଦା ଇଂଜିନିୟରିଂ କଲେଜ ଜମି ମାମଲାରେ ହାଜର ହୋଇଛନ୍ତି | ପ୍ରଫୁଲ୍ଲ ଏବଂ ତାଙ୍କ ପୁଅଙ୍କୁ ହାଜର ହେବାକୁ ଇଡି ନୋଟିସ କରିଥିଲା | ପୂର୍ବରୁ ପ୍ରଫୁଲ୍ଲ ଏବଂ ତାଙ୍କ ପୁଅଙ୍କ ଘରେ ରେଡ୍ କରିଥିଲା ଇଡି |

Leave a Reply

Your email address will not be published. Required fields are marked *