Uncategorized ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ | February 28, 2024 mos live Spread the loveଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ | ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି | ପ୍ରଥମେ ଖିଚିଂ ମନ୍ଦିର ଯିବେ ରାଷ୍ଟ୍ରପତି, ମା’ କିଚକେଶ୍ବରୀଙ୍କୁ ଦର୍ଶନ ସହ ପ୍ରସାଦ ସେବନ କରିବେ | ସନ୍ଧ୍ୟାରେ ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମ |