ଆଇଏଏସ୍ ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ପୁରୀ ଜିଲ୍ଲାପାଳ ବିଜୟ କୁମାର ଦାସଙ୍କୁ ସିଏମସି କମିସନର ଦାୟିତ୍ୱ। ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ହେଲେ ପୁରୀ ଜିଲ୍ଲାପାଳ। ବାଲେଶ୍ୱର ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ସିନ୍ଦେଙ୍କୁ ମୟୂରଭଞ୍ଜ ଜିଲ୍ଲାପାଳ ଦାୟିତ୍ୱ। ଆଶିଷ ଠାକରେ ହେଲେ ବାଲେଶ୍ବର ଜିଲ୍ଲାପାଳ।