Politics ବିଜେପିରେ ଯୋଗଦେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ February 29, 2024 mos live Spread the loveଭୁବନେଶ୍ୱର: ପଦ୍ମ ଧରିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ଭୁବନେଶ୍ୱରସ୍ଥିତ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଜେପିରେ ମିଶିଲେ ପ୍ରଶାନ୍ତ ଜଗଦ୍ଦେବ, ପ୍ରଶାନ୍ତଙ୍କ ସହ ତାଙ୍କର ବହୁ ସମର୍ଥକ ବି ବିଜେପିରେ ସାମିଲ, ଏହି କାର୍ଯ୍ୟକ୍ରମରେ ବିଜେପିର ବହୁ ତୁଙ୍ଗ ନେତା ବି ଉପସ୍ଥିତ |