ରାଜ୍ୟ

ଅଙ୍ଗନବାଡ଼ି କର୍ମୀଙ୍କ ଦରମା ବୃଦ୍ଧି କଲେ ରାଜ୍ୟ ସରକାର

Spread the love

ଅଙ୍ଗନବାଡ଼ି କର୍ମୀଙ୍କ ଦରମା ବୃଦ୍ଧି କଲେ ରାଜ୍ୟ ସରକାର | ମାସିକ ପାରିଶ୍ରମିକ ୭୫୦୦ରୁ ୧୦ ହଜାରକୁ ବୃଦ୍ଧି | ମିନି ଅଙ୍ଗନବାଡ଼ି କର୍ମୀଙ୍କ ପାରିଶ୍ରମିକ ୫୩୭୫ରୁ ୭୨୫୦କୁ ବୃଦ୍ଧି | ଅଙ୍ଗନବାଡ଼ି ସହାୟିକାଙ୍କ ପାରିଶ୍ରମିକ ୩୭୫୦ରୁ ୫ ହଜାର ହେଲା | ବର୍ଦ୍ଧିତ ପାରିଶ୍ରମିକ ୨୦୨୩ ଅକ୍ଟୋବର ପହିଲାରୁ ପିଛିଲା ଲାଗୁ |

Leave a Reply

Your email address will not be published. Required fields are marked *