Politics

ବିଜେଡିରୁ ଇସ୍ତଫା ଦେଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି

Spread the love

ବିଜେଡିରୁ ଇସ୍ତଫା ଦେଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି | ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ଅରବିନ୍ଦ | ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଲେ ଇସ୍ତଫାପତ୍ର | ଆସନ୍ତାକାଲି ବିଜେପିରେ ଯୋଗଦେବେ ଅରବିନ୍ଦ ଢାଲି |

Leave a Reply

Your email address will not be published. Required fields are marked *