Politics ବିଜେପିରେ ଯୋଗଦେବେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ March 2, 2024 mos live Spread the loveବିଜେପିରେ ଯୋଗଦେବେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ | ଆସନ୍ତା ୪ ତାରିଖରେ ବିଜେପିରେ ଯୋଗଦେବେ କହିଲେ ରାଜୁ | ଧାମନଗର ଉପନିର୍ବାଚନ ବେଳେ ଚର୍ଚ୍ଚାରେ ଥିଲେ ରାଜେନ୍ଦ୍ର ଦାସ | ଅବନ୍ତୀ ଦାସଙ୍କୁ ବିଜେଡି ପ୍ରାର୍ଥୀ କରିବାରୁ ବିଦ୍ରୋହୀ ସାଜିଥିଲେ |