Politics ବିଜେପିରେ ମିଶିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି March 3, 2024 mos live Spread the loveବିଜେପିରେ ମିଶିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି | ରାଜ୍ୟ କାର୍ଯ୍ୟାଳୟରେ ବିଜେପିରେ ମିଶିଲେ ଅରବିନ୍ଦ ଢାଲି | ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ ଓ ସହପ୍ରଭାରୀଙ୍କ ଉପସ୍ଥିତିରେ ସାମିଲ୍ | ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ ଅରବିନ୍ଦ ଢାଲି |