Politics ପଦ୍ମ ଧରିଲେ ପୂର୍ବତନ ଓଡ଼ିଆ ବାୟୁସେନା ଅଧିକାରୀ ତଥା କାର୍ଗିଲ ଯୁଦ୍ଧ ହିରୋ ଏୟାର ମାର୍ଶଲ ଦିଲୀପ କୁମାର ପଟ୍ଟନାୟକ March 4, 2024 mos live Spread the love୪୦ ବର୍ଷ ଦେଶ ସେବା କରିଛି । ଏବେ ଲୋକଙ୍କ ସେବା କରିବାକୁ ବିଜେପିରେ ଯୋଗଦେଇଛି । ପଦ୍ମ ଧରିବା ପରେ ଏହା କହିଛନ୍ତି ପୂର୍ବତନ ଓଡ଼ିଆ ବାୟୁସେନା ଅଧିକାରୀ ତଥା କାର୍ଗିଲ ଯୁଦ୍ଧ ହିରୋ ଏୟାର ମାର୍ଶଲ ଦିଲୀପ କୁମାର ପଟ୍ଟନାୟକ ।