Uncategorized ଆଜି ଓଡ଼ିଶାର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜନ୍ମବାର୍ଷିକୀ | ପଞ୍ଚାୟତିରାଜ ଦିବସ ଭାବେ ପାଳନ ହେଉଛି ବିଜୁ ଜୟନ୍ତୀ | ବିଭିନ୍ନ ସ୍ଥାନରେ ବିଜୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ | BJD ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଅନେକ କାର୍ଯ୍ୟକ୍ରମ | March 5, 2024 mos live Spread the loveଆଜି ଓଡ଼ିଶାର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜନ୍ମବାର୍ଷିକୀ | ପଞ୍ଚାୟତିରାଜ ଦିବସ ଭାବେ ପାଳନ ହେଉଛି ବିଜୁ ଜୟନ୍ତୀ | ବିଭିନ୍ନ ସ୍ଥାନରେ ବିଜୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ | BJD ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଅନେକ କାର୍ଯ୍ୟକ୍ରମ |