କଂଗ୍ରେସକୁ ଫେରିଲେ ପୂର୍ବତନ ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀକାନ୍ତ କୁମାର ଜେନା
କଂଗ୍ରେସକୁ ଫେରିଲେ ଶ୍ରୀକାନ୍ତ ଜେନା | ପୂର୍ବତନ ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀକାନ୍ତ କୁମାର ଜେନା ପୁଣି କଂଗ୍ରେସରେ ଯୋଗ ଦେଇଛନ୍ତି | ନୂଆଦିଲ୍ଲୀସ୍ଥିତ ଏଆଇସିସି ମୁଖ୍ୟାଳୟରେ କଂଗ୍ରେସରେ ଯୋଗ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା । ଲଗାତାର ଦଳ ବିରୋଧୀ ମନ୍ତବ୍ୟ ଦେଇଥିବାରୁ ୨୦୧୯ ଜାନୁଆରୀରେ ତାଙ୍କୁ କଂଗ୍ରେସରୁ ବହିଷ୍କାର କରାଯାଇଥିଲା |

