ବଢ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ଅଡୁଆ । ପୁଣି ଥରେ ତାଙ୍କୁ ଡକାଇଲେ କୋର୍ଟ
ବଢ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ଅଡୁଆ । ପୁଣି ଥରେ ତାଙ୍କୁ ଡକାଇଲେ କୋର୍ଟ । ତଥାକଥିତ ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ କେଜ୍ରିଓ୍ୱାଲଙ୍କୁ ରାଉଜ ଏଭେନ୍ୟୁ କୋର୍ଟ ସମନ ପଠାଇଛନ୍ତି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଅଭିଯୋଗ ପରେ କୋର୍ଟ ଏହି ସମନ ଜାରି କରିଛନ୍ତି । କେଜ୍ରିଓ୍ୱାଲଙ୍କୁ ଆସନ୍ତା ମାର୍ଚ୍ଚ ୧୬ ତାରିଖରେ ହାଜର ହେବାକୁ କହିଛନ୍ତି କୋର୍ଟ ।

