ସ୍ୱାସ୍ଥ୍ୟ

ଭାରତର ପୂର୍ବତନ ତଥା ପ୍ରଥମ ମହିଳା ରାଷ୍ଟ୍ରପତି ପ୍ରତିଭା ପାଟିଲ ଅସୁସ୍ଥ

Spread the love

ଭାରତର ପୂର୍ବତନ ତଥା ପ୍ରଥମ ମହିଳା ରାଷ୍ଟ୍ରପତି ପ୍ରତିଭା ପାଟିଲ ଅସୁସ୍ଥ । ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମହାରାଷ୍ଟ୍ରର ପୁଣେ ସହରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜ୍ୱର ଏବଂ ଛାତି ସଂକ୍ରମଣ ଯୋଗୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ହସ୍ପିଟାଲ ତରଫରୁ ମିଳିଥିବା ସୂଚନା ଅନୁଯାୟୀ ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି।

Leave a Reply

Your email address will not be published. Required fields are marked *