ରାଜ୍ୟ

ଶ୍ରମିକମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଘୋଷଣା : ବଢିଲା ସର୍ବନିମ୍ନ ମଜୁରୀ, ୪ଟି ବର୍ଗରେ ବୃଦ୍ଧି

Spread the love

-୪ଟି ବର୍ଗର ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧି
-ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ
-ମଜୁରୀ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
-ସର୍ବନିମ୍ନ ମଜୁରୀ ୩୫୨ରୁ ୪୫୦ ଟଙ୍କାକୁ ବୃଦ୍ଧି
-ଅଣକୁଶଳୀ ଶ୍ରମିକଙ୍କ ମଜୁରୀ ୩୫୨ରୁ ୪୫୦ ଟଙ୍କା
-ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ମଜୁରୀ ୩୯୨ରୁ ୫୦୦ ଟଙ୍କା
-କୁଶଳୀ ଶ୍ରମିକଙ୍କ ମଜୁରୀ ୪୪୨ରୁ ୫୫୦ ଟଙ୍କା
-ଅତ୍ୟନ୍ତ କୁଶଳୀ ଶ୍ରମିକଙ୍କ ମଜୁରୀ ୫୦୨ରୁ ୬୦୦ଟଙ୍କା

Leave a Reply

Your email address will not be published. Required fields are marked *