Politics

ବିଜେଡିରୁ ଇସ୍ତଫା ଦେଲେ ଅଭିନେତା ଅରିନ୍ଦମ ରାୟ

Spread the love

ବିଜେଡିରୁ ଇସ୍ତଫା ଦେଲେ ଅଭିନେତା ଅରିନ୍ଦମ ରାୟ | ସାଧାରଣ ସଂପାଦକ ସହ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା | ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପଠାଇଲେ ଇସ୍ତଫା ପତ୍ର | ଇସ୍ତଫା ପତ୍ରରେ ନିଜର କ୍ଷୋଭ ଜଣାଇଲେ ଅରିନ୍ଦମ | ତାଙ୍କ କାର୍ଯ୍ୟକୁ ଦଳରେ ମର୍ଯ୍ୟାଦା ମିଳୁନଥିବା କହିଲେ |

Leave a Reply

Your email address will not be published. Required fields are marked *