Politics

ପୁଣି ଦିଲ୍ଲୀ ଗଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ନିର୍ବାଚନ କମିଟି ବୈଠକରେ ପ୍ରସ୍ତୁତ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଧରି ଦିଲ୍ଲୀ ଗଲେ ମନମୋହନ । ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ନିଷ୍ପତ୍ତି ନେବ ସଂସଦୀୟ ବୋର୍ଡ ।

Spread the love

Leave a Reply

Your email address will not be published. Required fields are marked *