Politics

ବିଜେଡିରୁ ଇସ୍ତଫା ଦେଲେ କଟକ ସାଂସଦ ଭର୍ତ୍ତୃହରି ମହତାବ

Spread the love

ବିଜେଡିରୁ ଇସ୍ତଫା ଦେଲେ କଟକ ସାଂସଦ ଭର୍ତ୍ତୃହରି ମହତାବ। ଆଜି ଏକ ପ୍ରେସମିଟରେ ସେ ଦେଇଛନ୍ତି ଏହି ସୂଚନା। ସେ ତାଙ୍କ ଇସ୍ତଫାପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଥିବା କହିଛନ୍ତି। ସେ ଦଳର ବିଭିନ୍ନ ପଦପଦବୀ ସହିତ ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଏଥରକୁ ମିଶାଇ କଟକରୁ ୬ ଥର ସାଂସଦ ହୋଇଛନ୍ତି ଭର୍ତ୍ତୃହରି।

Leave a Reply

Your email address will not be published. Required fields are marked *