Politics

BJDରୁ ଇସ୍ତଫା ଦେଲେ ପୂର୍ବତନ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ

Spread the love

BJDରୁ ଇସ୍ତଫା ଦେଲେ ପୂର୍ବତନ ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ | ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ | ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଲେ ଇସ୍ତଫା ପତ୍ର | ୨୦୦୯ ଓ ୨୦୧୪ରେ ବିଜେଡିରୁ ଦୁଇଥର ଜିତିଥିଲେ ପୂର୍ଣ୍ଣଚନ୍ଦ୍ର |

Leave a Reply

Your email address will not be published. Required fields are marked *