ଆଞ୍ଚଳିକ ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏନେଇ ସନ୍ଧ୍ୟା ୬ରୁ ରାତି ୧୦ ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ । March 27, 2024 mos live Spread the loveପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏନେଇ ସନ୍ଧ୍ୟା ୬ରୁ ରାତି ୧୦ ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ ।