Politics ବିଜେଡିରେ ମିଶିଲେ ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ March 27, 2024 mos live Spread the loveବିଜେଡିରେ ମିଶିଲେ ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ | ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ସାମିଲ | ସାଂସଦ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ସାମିଲ | ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ଓ ସୁଲତା ଦେଓଙ୍କ ଉପସ୍ଥିତିରେ ସାମିଲ |