Politics

ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର |

Spread the love

ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର | ଉତ୍ତର ଭୁବନେଶ୍ବରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ | ୨୦୧୪ରୁ ୨୦୧୯ ଯାଏ ବିଧାୟକ ଥିଲେ | ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀଙ୍କ ଜ୍ବାଇଁ ପ୍ରିୟଦର୍ଶୀ ମିଶ୍ର |

Leave a Reply

Your email address will not be published. Required fields are marked *