Politics କଂଗ୍ରେସରୁ ଇସ୍ତଫା ଦେଲେ ଚିରଞ୍ଜୀବ ବିଶ୍ୱାଳ | ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ | ୨୦୧୪ରୁ ୨୦୧୯ ଯାଏଁ ଜଗତସିଂହପୁର ବିଧାୟକ ଥିଲେ | ୨୦୦୪ରୁ ୨୦୦୯ ଯାଏ ତିର୍ତ୍ତୋଲ ବିଧାୟକ ଥିଲେ | March 30, 2024 mos live Spread the loveକଂଗ୍ରେସରୁ ଇସ୍ତଫା ଦେଲେ ଚିରଞ୍ଜୀବ ବିଶ୍ୱାଳ | ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ | ୨୦୧୪ରୁ ୨୦୧୯ ଯାଏଁ ଜଗତସିଂହପୁର ବିଧାୟକ ଥିଲେ | ୨୦୦୪ରୁ ୨୦୦୯ ଯାଏ ତିର୍ତ୍ତୋଲ ବିଧାୟକ ଥିଲେ |