Politics ବିଜେଡିରୁ ଇସ୍ତଫା ଦେଲେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା କମିସନର ପୂର୍ବତନ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ April 1, 2024 mos live Spread the loveବିଜେଡିରୁ ଇସ୍ତଫା ଦେଲେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା କମିସନର ପୂର୍ବତନ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ | ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା | ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଲେ ଇସ୍ତଫାପତ୍ର |